www.samajalive.in
Sunday, December 7, 2025
26.1 C
Bhubaneswar

ବିଦ୍ୟୁତ ଆଘାତରେ ଯାତ୍ରା କଳାକାରଙ୍କ ମୃତ୍ୟୁ

ରାଜନଗର: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆଠାରେ ମଙ୍ଗଳବାର ଘଟିଛି ଏକ ଅଘଟଣ। ତାଳଚୁଆଠାରେ ଯାତ୍ରା କରୁଥିବା ଯାତ୍ରା ରଙ୍ଗମହଲର କଳାକାରଙ୍କ ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଛି। କଳାକାରଙ୍କ ନାମ ପ୍ରକାଶ ଗୋଚ୍ଛାୟତ(୩୨)। ତାଙ୍କ ଘର କିଶନ ନଗର ବୋଲି ଜଣାପଡ଼ିଛି। ମଙ୍ଗଳବାର ପ୍ରଚାର ଗାଡ଼ିକୁ ଧୋଉଥିବାବେଳେ ବିଦ୍ୟୁତ ଆଘାତରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରୀକ୍ଷା ନିରୀକ୍ଷା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories