www.samajalive.in
Monday, December 8, 2025
24.1 C
Bhubaneswar

ଯୁବକଙ୍କ ଆତ୍ମହତ୍ୟା

ସମ୍ବଲପୁର: ସମ୍ବଲପୁର ଅଇଁଠାପାଲି ଥାନା ଅନ୍ତର୍ଗତ କାଈଁଶୀର ରୋଡରେ ଜଣେ ଯୁବକ ଆତ୍ମହତ୍ୟା କରିଥିବା ଜଣାପଡିଛି। ପୁଲିସର ସୂଚନାନୁଯାୟୀ, ବରଗଡ ଜିଲା ନିବାସୀ ରୋହନ ରାୟ ନାମକ ଜଣେ ୨୦ ବର୍ଷିୟ ଯୁବକ ସମ୍ବଲପୁରରେ ରହି କାମ କରୁଥିଲେ। ସେ କାଈଁଶୀର ରୋଡ ଠାରେ ଏକ ଭଡା ଘରେ ରହୁଥିଲେ। କୌଣସି କାରଣରୁ ସୋମବାର ଦିନ ଘରର ଭିତର ପଟରୁ ବନ୍ଦ କରି ଆତ୍ମହତ୍ୟା କରିଥିଲେ। ଏ ସମ୍ପର୍କରେ ଦିନ ପ୍ରାୟ ୨ଟା ସମୟରେ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ମୃତଦେହକୁ ଉଦ୍ଧାର କରି ବୁର୍ଲା ଭିମସାରରେ ସଂରକ୍ଷିତ ରଖିଥିବା ବେଳେ ଏ ନେଇ ଏକ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories