www.samajalive.in
Monday, December 15, 2025
24.1 C
Bhubaneswar

୬ ଦିନ ପରେ ହସ୍ପିଟାଲରୁ ଘରକୁ ଫେରିଲେ ସୈଫ୍ ଅଲ୍ଲୀ ଖାନ୍, ବଢିଲା ସୁରକ୍ଷା ବ୍ୟବସ୍ଥା

ମୁମ୍ବଇ : ମେଡିକାଲରୁ ଘରକୁ ଫେରିଲେ ସୈଫ ଅଲ୍ଲୀ ଖାନ୍ । ସନ୍ଧ୍ୟା ୫ଟାରେ ନିଜ ପରିବାରଲୋକଙ୍କ ସହିତ ହସ୍ପିଟାଲରୁ ଘରକୁ ଫେରିଛନ୍ତି ସୈଫ ଅଲ୍ଲୀ ଖାନ୍ । ସମ୍ପୂର୍ଣ୍ଣ ସୁସ୍ଥ ହେବା ପର୍ଯ୍ୟନ୍ତ ତାଙ୍କୁ ଆଉ କିଛି ଦିନ ଆରାମ କରିବାକୁ ପଡିବ  ବୋଲି ଡାକ୍ତର ପରାମର୍ଶ ଦେଇଛନ୍ତି । ଡାକ୍ତରଙ୍କ କହିବାନୁସାରେ ସୈଫଙ୍କ ଶରୀରରେ ୩ଟି ସ୍ଥାନରେ ଆହତ ହୋଇଥିଲା । ପିଠିରୁ ଅପରେସନ କରି ଛୁରି କଢାଯାଇଥିଲା । ଧିରେ ଧିରେ ସେ ସୁସ୍ଥ ହେବାରେ ଲାଗିଛନ୍ତି । ଅନ୍ୟପଟେ ତାଙ୍କ ଘରର ସୁରକ୍ଷା ବ୍ୟବସ୍ଥା ବଢାଇଦିଆଯାଇଛି । ବାଲକୋନୀ ନିକଟରେ ଜାଲି ଲଗାଯିବା ସହ ଚାରିଆଡେ ସିସିଟିଭି କ୍ୟାମେରା ଲଗାଯାଇଛି ।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories