www.samajalive.in
Sunday, December 14, 2025
19.1 C
Bhubaneswar

ଗଞ୍ଜେଇ ଜବତ, ଜଣେ ଗିରଫ

ବାସୁଦେବପୁର : ମଙ୍ଗଳବାର ସକାଳ ସମୟରେ ଗଞ୍ଜେଇ କାରବାର ହେଉଥିବା ଖବରପାଇ ଜିଲ୍ଲା ଅବକାରୀ ବିଭାଗ ସୁପରିଟେଣ୍ଡେଣ୍ଟ ନରୋତ୍ତମ ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ବାସୁଦେବପୁର ଅବକାରୀ ବିଭାଗ ଚଢଉ କରି ଦୁଇ କେଜି ଗଞ୍ଜେଇ ଜବତ କରିବା ସହିତ ଏହି କାରବାରରେ ସଂପୃକ୍ତ ଯୁବକକୁ ଗିରଫ କରି କକୋର୍ଟ ଚାଲାଣ କରିଛି । ଏହି ଚଢଉ ସମୟରେ ବାସୁଦେବପୁର ଆଇଆଇସି ମଧୁସୂଦନ ସାହୁ, ଓଆଇସି ନଟବର  ମଲ୍ଲିକ,ସୁମନ୍ତ ମାହୁନ୍ତ, ଖଗେଶ୍ୱର ଜେନା, ସୁଭଦ୍ର ବାରିକଙ୍କ ମିଳିତ ଚଢଉରେ ବାରାପୁର ଅଞ୍ଚଳର ବେପାରୀ ସନାତନ ମହାରଣାଙ୍କ ଠାରୁ ଚୋରା ଗଞ୍ଜେଇ ଜବତ କରାଯିବା ସହିତ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଜାଣିବାକୁ ମିଳିଛି ।

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories