www.samajalive.in
Friday, December 12, 2025
23.1 C
Bhubaneswar

କମେଣ୍ଟମରାକୁ ନେଇ ଯୁବକଙ୍କୁ ହତ୍ୟା

ନୟାଗଡ : କମେଣ୍ଟମରାକୁ ନେଇ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି । ଶରଣକୁଳ ଥାନା ମାନପୁର ଗାଁରେ ଘଟିଛି ଏମିତି ଘଟଣା । ମୃତ ଯୁବକଙ୍କ ପରିଚୟ କୁଲୁ ବାଘ ବୋଲି ଜଣାପଡିଛି । ବ୍ରାଉନସୁଗାର ବେପାରକୁ ନେଇ କମେଣ୍ଟ ମରାମରି ପରେ କୁଲୁଙ୍କୁ ୪-୫ ଜଣ ଯୁବକ ମିଶି ଆକ୍ରମଣ କରିଥିଲେ । ଏହା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ଶରଣକୁଳ ଥାନା ଆଗରେ ମୃତଦେହ ରଖି ଅଭିଯୁକ୍ତମାନଙ୍କୁ ଗିରଫ ଦାବିରେ ମୃତକଙ୍କ ପରିବାର ଲୋକେ ଆନ୍ଦୋଳନ କରୁଛନ୍ତି ।

Hot this week

ଉମର ଖାଲିଦଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ : ଦିଲ୍ଲୀ ଦଙ୍ଗା ଘଟଣାରେ ଗିରଫ ହୋଇଥିବା ଜେଏନୟୁର ପୂର୍ବତନ...

ଟସ୍ ଜିତିବା ପରେ ଭାରତ କରିଥିଲା ବଡ଼ ଭୁଲ: ଜାଣନ୍ତୁ କଣ କହିଲେ ଦକ୍ଷିଣ ଆଫ୍ରିକା ବ୍ୟାଟ୍ସମ୍ୟାନ୍‌

ନ୍ୟୁ ଚଣ୍ଡିଗଡ଼: ମୁଲାନପୁରରେ ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ରେ...

କୌନ୍ ବନେଗା କରୋଡ଼ପତିରେ କଟକ ଝିଅ

କଟକ: କଟକବାସୀଙ୍କ ପାଇଁ ଗୌରବର ଆଣିଛନ୍ତି ବିଦ୍ୟାଧରପୁର ନିବାସୀ ଶୀତଲ ସ୍ନିଗ୍ଧା...

ଶୁକ୍ର ଗୋଚର: ବର୍ଷ ଶେଷରେ ଏହି ରାଶିଙ୍କ କ୍ୟାରିଅର, ରୋଜଗାର ହେବ ଦ୍ୱିଗୁଣିତ

ସମାଜ ଡିଜିଟାଲ ଡେସ୍କ: ୨୦ ଡିସେମ୍ବର ଶନିବାର ଦିନ ଶୁକ୍ର ଧନୁ...

ଏସ୍‌ଆଇଆର ପ୍ରସଙ୍ଗରେ ମମତାଙ୍କ ଧମକ

ତାଲିକାରୁ ଗୋଟିଏ ନାଁ ବାଦ ପଡ଼ିଲେ ବିଦ୍ରୋହ କଲକାତା : ନିର୍ବାଚନ କମିସନ...

Related Articles

Popular Categories