www.samajalive.in
Monday, December 8, 2025
17.1 C
Bhubaneswar

୨୮ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବର : ଆସନ୍ତା ୨୮ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ଯୋଗ ଦେବା ପାଇଁ ଆସିବେ ମୋଦୀ । ସେ ପୂର୍ବାହ୍ନ ୧୦ଟା ୩୫ ମିନିଟରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ । ଏହା ପରେ ୧୦ଟା ୫୫ ମିନିଟରେ ଜନତା ମଇଦାନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ । ଦିନ ୧୧ଟାରୁ ୧୨ଟା ୩୦ ଯାଏଁ ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ଉପସ୍ଥିତ ରହିବା ପରେ ଦିନ ୧୨ଟା ୩୫ରେ ସଭାସ୍ଥଳରୁ ବିମାନବନ୍ଦର ଅଭିମୁଖେ ବାହାରିବା କାର୍ଯ୍ୟକ୍ରମ ରହିଛି ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories