www.samajalive.in
Thursday, December 11, 2025
13.1 C
Bhubaneswar

ଶସ୍ୟ ପରିବହନ ମୂଲ୍ୟ କ୍ୱିଣ୍ଟାଲ ପିଚ୍ଛା ୧୫୦ ଟଙ୍କାକୁ ବୃଦ୍ଧି

ଡେସ୍କ: ରାଜ୍ୟ ସରକାର ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ ଚାଉଳ ଓ ଗହମ ପରି ଶସ୍ୟ ପରିବହନ ପାଇଁ କ୍ୱିଣ୍ଟାଲ ପିଚ୍ଛା ସର୍ବାଧିକ ମୂଲ୍ୟ ୭୫ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି। ଏହି ବର୍ଦ୍ଧିତ ମୂଲ୍ୟ ବର୍ତ୍ତମାନ ନିୟୋଜିତ ଥିବା ପରିବହନ ଏଜେଣ୍ଟ ମାନେ ଦାବି କରିପାରିବେ ନାହିଁ। କେବଳ ନୂତନ ଭାବେ ନିୟୋଜିତ ହେବାକୁ ଥିବା ଏଜେଣ୍ଟ ମାନଙ୍କ ପାଇଁ ଏହା ଲାଗୁ ହେବ। ଏଥିପାଇଁ ରାଜ୍ୟ ସରକାର ବାର୍ଷିକ ୮ କୋଟି ୬୫ ଲକ୍ଷ ଟଙ୍କା ଅଧିକ ଖର୍ଚ୍ଚ କରିବେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories