www.samajalive.in
Sunday, December 7, 2025
14.1 C
Bhubaneswar

ସାଂସଦ ସପ୍ତଗିରି ଉଲାକା ହେଲେ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଟାସ୍କ ଫୋର୍ସ କମିଟି ସଦସ୍ୟ

ଡେସ୍କ: ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଯେଉଁ ଟାସ୍କ ଫୋର୍ସ ଗଠନ କରାଯାଇଛି, ସେଥିରେ କୋରାପୁଟ ଲୋକସଭା ସାଂସଦ ସପ୍ତଗିରି ଉଲାକା ଏବଂ ଗୁଣୁପୁର ବିଧାୟକ ସତ୍ୟଜିତ ଗୋମାଙ୍ଗୋଙ୍କୁ ସଦସ୍ୟ ଭାବେ ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟଙ୍କୁ କମିଟିରେ ଗ୍ରହଣ କରିବା ଲାଗି ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ସୂଚନା ଯୋଗ୍ୟ ଯେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ଟାସ୍କ ଫୋର୍ସରେ ଅନ୍ୟ ୯ ଜଣ ସଦସ୍ୟ ଅଛନ୍ତି ଏବଂ ୩ ଜଣ ଏକ୍ସ ଅଫିସିଓ ସଦସ୍ୟ ଅଛନ୍ତି। ଏହି ଦୁଇ ନୂଆ ସଦସ୍ୟ ସାମିଲ ହେବା ପରେ ଟାସ୍କ ଫୋର୍ସ ସଦସ୍ୟ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି।

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories