www.samajalive.in
Friday, December 5, 2025
20.1 C
Bhubaneswar

ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ: ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ଵର: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏହି ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ କିଛି ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ବାଜିପାରେ। ମନ୍ତ୍ରୀ ପରିଷଦ ସଦସ୍ୟ ଏବଂ ସବୁ ବିଭାଗୀୟ ସଚିବ ବୈଠକରେ ଉପସ୍ଥିତ ରହିବେ। ଆଜି  ୭ରୁ ଉର୍ଦ୍ଧ୍ବ ପ୍ରସ୍ତାବ ଉପରେ ଆଲୋଚନା ହେବା ନେଇ ସୂଚନା ରହିଛି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories