www.samajalive.in
Monday, December 8, 2025
24.1 C
Bhubaneswar

ଯବାନଙ୍କୁ ମିଳୁଥିବା ସ୍ଵତନ୍ତ୍ର ଭତ୍ତା ୨୫ ହଜାରକୁ ବୃଦ୍ଧି

ଭୁବନେଶ୍ବର : ନୂଆପଡ଼ା ଜିଲା ସୀମାନ୍ତ ଛତିଶଗଡ଼ କୁଲହରିଘାଟ ଅଞ୍ଚଳରେ ସୁରକ୍ଷାବାହିନୀଙ୍କ ମିଳିତ ଅଭିଯାନ ଦ୍ବାରା ୧୪ ମାଓବାଦୀ ନିହତ ହୋଇଛନ୍ତି। ଏହି ଅଭିଯାନରେ ଓଡ଼ିଶା ପୁଲିସର ଏସ୍‌ଓଜି ଯବାନଙ୍କ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥିଲା। ଏଥିପାଇଁ ସମସ୍ତ ଯବାନଙ୍କୁ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ଯବାନଙ୍କୁ ମିଳୁଥିବା ସ୍ବତନ୍ତ୍ର ଭତ୍ତା ୮ ହଜାର ଟଙ୍କାରୁ ୨୫ ହଜାର ଟଙ୍କା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଆଗାମୀ ଦିନରେ ଓଡ଼ିଶାରେ ନକ୍ସଲ ବିରୋଧୀ ଅଭିଯାନ ଆହୁରି ବ୍ୟାପକ ହେବ ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍‌ ଜରିଆରେ ଅବଗତ କରାଇଛନ୍ତି।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories