www.samajalive.in
Saturday, December 6, 2025
26.1 C
Bhubaneswar

ଅଟୋ ଓଲଟି ୧୫ ମହିଳା ଆହତ

ଗଞ୍ଜାମ :  ଗଞ୍ଜାମ ଦିଗପହଣ୍ଡି ଶେରଗଡ ଥାନା ଅଁଳାମୁଣ୍ଡଳି ଗାଁରେ ମର୍ମନ୍ତୁଦ ଦୁର୍ଘଟଣା। ଯାତ୍ରୀବାହୀ ଅଟୋ ଓଲଟି ୧୫ ଜଣ ମହିଳା ଆହତ ହୋଇଥିବା ସୂଚନା ମିଳିଛି। ମହିଳାମାନେ ଆଖୁ ବିଲକୁ କାମ କରିବାକୁ ଆସୁଥିବାବେଳେ ଏଭଳି ଅଘଟଣ ଘଟିଛି। ସମସ୍ତ ଆହତ ମହିଳାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଶେରଗଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ସ୍ଥାନୀୟ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories