www.samajalive.in
Saturday, December 6, 2025
26.1 C
Bhubaneswar

ନନ୍ଦନକାନନରେ ଛୁଆ ହାତୀ ମୃତ

ଭୁବନେଶ୍ୱର : ବାରଙ୍ଗସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ବୁଧବାର ଉଦ୍ଧାର ହୋଇଥିବା ଛୁଆ ହାତୀର ମୃତ୍ୟୁ ଘଟିଛି। ଗତ ୬ ତାରିଖରେ କରଞ୍ଜିଆରୁ ଉଦ୍ଧାର ହୋଇଥିବା ଏହି ଛୁଆ ହାତକୁ ଚିକିତ୍ସା ପାଇଁ ନନ୍ଦନକାନନ ଅଣାଯାଇଥିଲା। ହାତୀର ବୟସ ୫ ରୁ ୬ ବର୍ଷ ହେବ। ହାତୀ ଅସୁସ୍ଥ ଥିବାରୁ ହାତୀଶାଳରେ ଏକ ସ୍ୱତନ୍ତ୍ର ସ୍ଥାନରେ ତା’ର ଚିକିତ୍ସା ଜାରି ରହିଥିଲା । ମାତ୍ର ଚିକିତ୍ସାଧୀନ ଅବସ୍ଥାରେ ହାତୀର ମୃତ୍ୟୁ ଘଟିଛି । ହାତୀ ମୃତ୍ୟୁ ହୋଇଥିବା ନେଇ ନନ୍ଦନକାନନ ଉପନିର୍ଦ୍ଦେଶକ ସନଥ କୁମାର ନାରାୟଣ ସୂଚନା ଦେଇଛନ୍ତି।

ଖୁବ୍‌ ଶୀଘ୍ର ୬ ଗ୍ରହ ଏକାଠି ପରେ ହେବ ଦୁର୍ଲ୍ଲଭ ସଂଯୋଗ; ସମସ୍ତ ରାଶି ଉପରେ ପଡିବ କି ପ୍ରଭାବ, କାହାର ଚିନ୍ତା କାହାର ବଢିବ ଧନ..

ଦେଖନ୍ତୁ ଭିଡିଓ; ଏମିତି ରୁଟି ତିଆରି କଲେ ଯୁବତୀ, ଜୁଗାଡ୍‌ ଦେଖି ଲୋକେ କହିଲେ ..

- Advertisement -

 

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories