www.samajalive.in
Friday, December 5, 2025
17.1 C
Bhubaneswar

ଅଯୋଗ୍ୟ ରାସନ୍ କାର୍ଡଧାରୀ ସରେଣ୍ଡର୍‌ କରନ୍ତୁ, ନଚେତ୍ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ଵର : ଅଯୋଗ୍ୟ ରାସନ୍ କାର୍ଡ ହିତାଧିକାରୀଙ୍କୁ ତାଗିଦ୍ କଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ।  ସେ କହିଛନ୍ତି  ଯଦି କେହି ଅଯୋଗ୍ୟ ହିତାଧିକାରୀ ଅଛନ୍ତି, ତେବେ ତୁରନ୍ତ ସରେଣ୍ଡର କରିଯାଆନ୍ତୁ। ଯଦି ସରେଣ୍ଡର ନକରିବେ , ତାହାଲେ ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ  । କାର୍ଡ ସରେଣ୍ଡର କଲେ କୌଣସି କାର୍ଯ୍ୟାନୁଷ୍ଠାନ ହେବନାହିଁ। ସାରା ରାଜ୍ୟରେ ଲକ୍ଷ ଲକ୍ଷ ଅଯୋଗ୍ୟ ହିତାଧିକାରୀ ଅଛନ୍ତି। ସେମାନଙ୍କ ମଧ୍ୟରେ କିଏ ସରକାରୀ ଚାକିରି କରିଛନ୍ତି ତ ଆଉ କିଏ ଡାକ୍ତର ଏବଂ ଶିକ୍ଷକ ପଦବୀରେ କାର୍ଯ୍ୟରତ ଅଛନ୍ତି। ସବୁ ପ୍ରକାର ଲୋକ ଅଛନ୍ତି । ତେଣୁ ମୁଁ ନିବେଦନ କରୁଛି ଇ-କେଓ୍ବାଇସି ସରିବା ପୂର୍ବରୁ ସରେଣ୍ଡର କରନ୍ତୁ। ଏହାର କୌଣସି ଡେଡଲାଇନ୍ ନାହିଁ ବୋଲି କହିଛନ୍ତି ମନ୍ତ୍ରୀ।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories