www.samajalive.in
Sunday, December 14, 2025
26.1 C
Bhubaneswar

ମହାରାଷ୍ଟ୍ରରେ ଟ୍ରେନ୍ ଦୁର୍ଘଟଣା, ୮ ମୃତ

ମୁମ୍ବାଇ : ମହାରାଷ୍ଟ୍ରର ଜଲଗାଁଓ ଜିଲାରେ ବଡ ଧରଣର ଟ୍ରେନ୍ ଦୁର୍ଘଟଣା ଘଟିଛି । ପୁଷ୍ପକ ଏକ୍ସପ୍ରେସର କିଛି ଯାତ୍ରୀଙ୍କୁ କର୍ଣ୍ଣାଟକ ଏକ୍ସପ୍ରେସ ଧକ୍କା ଦେବାରୁ ୮ ଯାତ୍ରୀଙ୍କ ମୃତ୍ୟୁ ଘଟିଛି । ପୁଷ୍ପକ ଏକ୍ସପ୍ରେସରେ ଟ୍ରେନରେ ଅଚାନକ ନିଆଁ ଲାଗିବା ଗୁଜବ ସାମ୍ନାକୁ ଆସିଥିଲା । ନିଆଁ ଲାଗିବା ଗୁଜବ ପରେ ଅନେକ ଯାତ୍ରୀ ଜୀବନ ବଞ୍ଚାଇବା ପାଇଁ ଚଳନ୍ତା ଟ୍ରେନରୁ ଡେଇଁ ପଡିଥିଲେ । ଏହି ସମୟରେ ପାଖ ଟ୍ରାକରେ ଯାଉଥିବା କର୍ଣ୍ଣାଟକ ଏକ୍ସପ୍ରେସ ୮ ଯାତ୍ରୀଙ୍କୁ ଧକ୍କା ଦେଇଥିଲା । ଦୁର୍ଘଟଣାରେ ୮ ଜଣଙ୍କ ମୃତ୍ୟୁ ହେବା ସହିତ ଅନେକ ଆହତ ହୋଇଛ୍ତି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories