www.samajalive.in
Thursday, December 11, 2025
16.1 C
Bhubaneswar

ମଦ ଓ ବାଇକ ଜବତ, ଜଣେ ଗିରଫ

ଆଠଗଡ: ଆଠଗଡ ପୁଲିସ ପକ୍ଷରୁ ମଙ୍ଗଳବାର ରାତ୍ରିକାଳୀନ ପେଟ୍ରୋଲିଂ ସମୟରେ ଚୋରା ମଦ କାରବାର ସମ୍ପର୍କରେ ସୂଚନା ପାଇ ପୁଲିସ କର୍ମଚାରୀ ପାଟଲିଙ୍ଗା ଗ୍ରାମରେ ଚଢାଉ କରିଥିଲେ। ସେଠାରେ ଚୋରା ମଦ କାରବାର କରୁଥିବା ଅଭିଯୁକ୍ତ ସନାତନ ନାଏକ ଠାରୁ ୩୫ ଲିଟର ଦେଶୀମଦ, ଏକ ବାଇକ ଓ ମଦ ପ୍ରସ୍ତୁତ ନିମନ୍ତେ ଥିବା ସରଞ୍ଜାମ ଜବତ କରିଥିଲେ। ଅଭିଯୁକ୍ତ ସନାତନକୁ ଗିରଫ କରି କୋର୍ଟ ଚାଲଣ କରାଯାଇଛି। ଏ ସମ୍ପର୍କରେ ଆଠଗଡ ଥାନାରେ ଉପନିରୀକ୍ଷକ ଦିଲ୍ଲୀପ କୁମାର ବେହେରାଙ୍କ ଅଭିଯୋଗ ଆଧାରରେ ଏକ ମାମଲା ରୁଜୁ କରାଯାଇଛି ବୋଲି ଆଇଆଇସି ଅନିରୁଦ୍ଧ ମୁଦୁଲି ପ୍ରକାଶ କରିଛନ୍ତି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories