www.samajalive.in
Sunday, December 7, 2025
23.1 C
Bhubaneswar

ଭାରତ-ଇଂଲଣ୍ଡ ଏକ ଦିବସୀୟ କ୍ରିକେଟ୍ ମ୍ୟାଚ ପ୍ରଥମ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ

ଡେସ୍କ: କଟକ ବାରବାଟୀ ଷ୍ଟାଡିୟମରେ ଆସନ୍ତା ଫେବୃଆରୀ ୯ ତାରିଖରେ ଭାରତ ଓ ଇଂଲଣ୍ଡ ମଧ୍ୟରେ ଏକ ଦିବସୀୟ କ୍ରିକେଟ୍ ମ୍ୟାଚ ଅନୁଷ୍ଠିତ ହେବ। ବୁଧବାର ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ ପକ୍ଷରୁ କାର୍ଯ୍ୟକାରୀ ସଭାପତି ପଙ୍କଜ ମହାନ୍ତି, ସଂପାଦକ ସଞ୍ଜୟ ବେହେରା, ଅନୁଗୋଳ ବିଧାୟକ ତଥା ଆପେକ୍ସ କାଉନ୍‌ସିଲ ସଦସ୍ୟ ପ୍ରତାପ ପ୍ରଧାନ, ଓଡ଼ିଶା ଅଲମ୍ପିକ ଆସୋସିଏସନର ସଂପାଦକ ଅଭିଜିତ ପାଲ୍, ପୂର୍ବତନ ବିଧାୟକ ଲଳିଟେନ୍ଦୁ ମହାପାତ୍ର ପ୍ରମୁଖ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏହି ମ୍ୟାଚର ପ୍ରଥମ ଟିକେଟ କିଣିଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories