www.samajalive.in
Monday, December 8, 2025
17.1 C
Bhubaneswar

ଭୁବନେଶ୍ଵରରେ ସିରିଜ ଦୁର୍ଘଟଣା, ପଛକୁ ପଛ ପିଟି ହେଲେ ୨ ମୋ ବସ ଓ ୨ କାର

ସମାଜ ଡିଜିଟାଲ ଡେସ୍କ: ରାଜଧାନୀ ଭୁବନେଶ୍ଵରରେ ଗୁରୁବାର ସିରିଜ ଦୁର୍ଘଟଣା ଘଟିଛି। ରାଜମହଲ ଓ ମାଷ୍ଟରକ୍ୟାଣ୍ଟିନ ମଝି ରାସ୍ତାରେ ଦୁଇଟି ମୋ ବସ ଏବଂ ୨ଟି କାର ପଛକୁ ପଛ ଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ପ୍ରଥମେ ଏକ ଏସି ମୋ ବସ ଯାଉଥିବାବେଳେ ତାହା ପଛରେ ଅନ୍ୟ ଏକ ମୋ ବସ ଧକ୍କା ହୋଇଥିଲା। ଫଳରେ ପଛରେ ଆସୁଥିବା ୨ଟି କାର ହଠାତ ବ୍ରେକ ଦେବାରୁ ପଛକୁ ପଛ ପିଟି ହୋଇଯାଇଥିଲେ। ଦୁର୍ଘଟଣା ପରେ କିଛି ସମୟ ପାଇଁ ରାସ୍ତା ଜାମ ରହିଥିଲା।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories