www.samajalive.in
Monday, December 8, 2025
13.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ବଢିଛି କୁମ୍ଭୀର ସଂଖ୍ୟା, ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ..

ଆଜି ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ କୁହୁଡି ଦୃଶ୍ୟମାନ , ଯାନବାହନ ଚଳାଚଳ ଠପ୍..

- Advertisement -

ମହାରାଷ୍ଟ୍ର ଜଲଗାଓଁ ଟ୍ରେନ୍ ଟ୍ରାଜେଡିରେ ଚାଲିଛି ତଦନ୍ତ : ଗ୍ରାଉଣ୍ଡକୁ ଯାଇ ଖୋଳତାଡ ଆରମ୍ଭ କଲେ ରେଲଓ୍ବେ ସେଫ୍ଟି କମିଶନର, ଗୁଜବର ଚାଲିଛି କାରଣ ଖୋଜା, ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି..

ଭଦ୍ରକରେ ତେଜୁଛି ଚାଷୀ ଅସନ୍ତୋଷ : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା, ଟୋକନ ପାଇଥିଲେ ବି ଧାନ ବିକ୍ରି ହେଉନଥିବା ଅଭିଯୋଗ, ଗ୍ରାଉଣ୍ଡକୁ ଯାଇ ସ୍ଥିତି ପରଖିଲେ ଜିଲ୍ଲାପାଳ..

ଆଜି ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କର ୧୨୮ତମ ଜୟନ୍ତୀ , ସାରା ଦେଶରେ ପାଳନ ହେଉଛି ପରାକ୍ରମ ଦିବସ..

କୋଲକାତା, ଦିଲ୍ଲୀ ପରେ କଟକରେ ୩ ଦିନିଆ କାର୍ଯ୍ୟକ୍ରମ, ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ଲୋକମାନେ ପାଖରୁ ଦେଖିପାରିବେ ନେତାଜୀଙ୍କ ଜୀବନୀ ସହ ବ୍ୟବହାର କରୁଥିବା ଜିନିଷ..

ରାଜଧାନୀ ଭୁବନେଶ୍ଵରରେ ସିରିଜ ଦୁର୍ଘଟଣା, ରାଜମହଲ ଓ ମାଷ୍ଟରକ୍ୟାଣ୍ଟିନ ଛକ ମଝିରେ ୨ଟି ମୋ ବସ ଓ ଦୁଇଟି କାର ପଛକୁ ପଛ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ..

ବଣାଇ: ୧୨ ଟିକିଆ ଝାଡଖଣ୍ଡୀ ହାତୀପଲଙ୍କ ଉତ୍ପାତ, ତାମଡା ରେଞ୍ଜର ଚାନ୍ଦିପୋଷ ଓ ପୁରୁଣାପାଣିରେ ଘର ଭାଙ୍ଗିବା ସହ ବ୍ୟାପକ ଧାନ, ଚାଉଳ ନଷ୍ଟ..

୫୦ ବର୍ଷ ପରେ ମୌନୀ ଅମାବାସ୍ୟାରେ ଦୁର୍ଲ୍ଲଭ ଯୋଗ, ଏହି ରାଶି ହେବେ ଭାଗ୍ୟଶାଳୀ, ହେବ ଧନବର୍ଷା, ବଦଳିଯିବ ଭାଗ୍ୟ..

ଭଦ୍ରକ ଧୁଷୁରୀ ବଜାରରେ ଇଲେକଟ୍ରୋନିକ୍ସ ଦୋକାନରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ବୈଦ୍ୟୁତିକ ସାମଗ୍ରୀ..

କପିଲ ଶର୍ମା, ରାଜପାଲ ଯାଦବ, ରେମୋ ଡିସୌଜାଙ୍କୁ ହତ୍ୟା ଧମକ; ପାକିସ୍ତାନରୁ ମେଲ ଯୋଗେ ଆସିଛି ଧମକ..

ମହାରାଷ୍ଟ୍ର ଟ୍ରେନ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୫ ଲକ୍ଷ ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା..

ସ୍ତ୍ରୀଙ୍କୁ ମାରି କୁକରରେ ରାନ୍ଧିଲେ ସେନା କର୍ମଚାରୀ

 

Hot this week

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

Related Articles

Popular Categories