www.samajalive.in
Saturday, December 13, 2025
14.1 C
Bhubaneswar

ଲାଇଭ୍ ଶୋ’ବେଳେ ହଠାତ୍‌ ଅସୁସ୍ଥ ହେଲେ ମୋନାଲି ଠାକୁର, ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ: ଲାଇଭ୍‌ ପରଫର୍ମାନ୍ସ ସମୟରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ମୋନାଲି ଠାକୁର। ନିଃଶ୍ଵାସ ପ୍ରଶ୍ଵାସରେ କଷ୍ଟ ଅନୁଭବ ହେବାପରେ ଶୋ’ ଅଧାରୁ ବନ୍ଦ କରି ଡାକ୍ତରଖାନାରେ ଭର୍ତ୍ତି ହେଲେ ଗାୟିକା। ସେ ପଶ୍ଚିମବଙ୍ଗର କୁଚବିହାରରେ ଦିନହାଟା ଫେଷ୍ଟିଭଲରେ ଗୀତ ଗାଉଥିବାବେଳେ ମଙ୍ଗଳବାର ରାତିରେ ଏପରି ଘଟିଥିବା ଜଣାପଡ଼ିଛି।

ପ୍ରଥମେ ମୋନାଲିଙ୍କୁ ଦିନହାଟାର ଏକ ଘରୋଇ ଡାକ୍ତରଖାନାକୁ ନିଆଯାଇଥିଲା। ପରେ ତାଙ୍କୁ କୁଚବିହାର ସହରର ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। କିଛି ସମୟ ପରେ ମୋନାଲି ସୁସ୍ଥ ଅନୁଭବ କରିବାପରେ ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଥିଲା।

Hot this week

ସରକାରଙ୍କ ଉପଲବ୍ଧିର ପ୍ରଚାର କରିବ ବିଜେପି ଯୁବ ମୋର୍ଚ୍ଚା: ଅଭିଳାଷ

ଖୁବ୍‌ଶୀଘ୍ର ୩୭ ଜିଲାରେ ସଭାପତି ଭୁବନେଶ୍ବର : ବିଜେପି ଯୁବମୋର୍ଚ୍ଚାର ରାଜ୍ୟ ସଭାପତି...

କଂଗ୍ରେସର ଆଭ୍ୟନ୍ତରୀଣ ରାଜନୀତି ସରଗରମ

ଏବେ କିଛି କହୁନାହିଁ, ସମୟ କହିବ: ଭକ୍ତ ଦିଲ୍ଲୀରେ ସମାଧାନ...

ଶୀତରେ ରୁମ୍‌ ହିଟର ଲଗାଉଛନ୍ତି କି? ପିଲାଙ୍କ କେତେ ସୁରକ୍ଷିତ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ, କୋଠରୀକୁ ଉଷ୍ମ ରଖିବା ପାଇଁ...

ଗୁରୁ ପୃଷ୍ଟିଙ୍କ ମୃତ୍ୟୁ ଘଟଣା : ହତ୍ୟା ଅଭିଯୋଗ ଆଣିଲେ ମଉସା

ଧାମନଗର : ଯାତ୍ରା ଅଭିନେତା ଗୁରୁ ପୃଷ୍ଟିଙ୍କ ଦୁର୍ଘଟଣାଜନିତ ମୃତ୍ୟୁର ୬...

ନିଯୁକ୍ତିଭିତ୍ତିକ ପ୍ରଶିକ୍ଷଣ ସତ୍ତ୍ବେ ମିଳୁନି ଚାକିରି

୧.୪୭ ଲକ୍ଷ ତାଲିମଧାରୀ; ୪୩ ହଜାରଙ୍କୁ ନିଯୁକ୍ତି ସର୍ତ୍ତ ମାନୁନାହାନ୍ତି...

Related Articles

Popular Categories