www.samajalive.in
Monday, December 15, 2025
24.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ବାଇକ୍ ଆରୋହୀଙ୍କୁ ଧକ୍କା ଦେଲା ହାଇଓ୍ବା.. ୧ ମୃତ, ଦୁଇ ଗୁରୁତର.. ପାଣିକୋଇଲି ଥାନା ଷଠିପୁର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା..

ରାଜଧାନୀ ଭୁବନେଶ୍ଵରରେ ସିରିଜ ଦୁର୍ଘଟଣା.. ରାଜମହଲ ଓ ମାଷ୍ଟରକ୍ୟାଣ୍ଟିନ ଛକ ମଝିରେ ୨ଟି ମୋ ବସ ଓ ଦୁଇଟି କାର ପଛକୁ ପଛ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ..

- Advertisement -

ଶ୍ରୀମନ୍ଦିର ବାହାରେ ୱାଚ ଟାୱାର ଲଗାଇବା ନେଇ ସରକାର ଚିନ୍ତା କରୁଛନ୍ତି.. କହିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ..

ମାଓବାଦୀଙ୍କ ଗୋଳାବାରୁଦ କାରଖାନା ଠାବ, ବିପୁଳ ଅସ୍ତ୍ରଶସ୍ତ୍ର ଜବତ.. ଛତିଶଗଡ଼ ସୁକମା ଜିଲାରେ କୋମ୍ବିଂ ଅପରେସନ ବେଳେ ଜବତ କଲେ କୋବ୍ରା ବାହିନୀ ଓ ସିଆରପିଏଫ ଯବାନ..

ପିଲ ଶର୍ମା, ରାଜପାଲ ଯାଦବ, ରେମୋ ଡିସୌଜାଙ୍କୁ ହତ୍ୟା ଧମକ.. ପାକିସ୍ତାନରୁ ମେଲ ଯୋଗେ ଆସିଛି ଧମକ..

ନବ ଦାସ ହତ୍ୟାକାଣ୍ଡ ମାମଲାରେ ସରକାର ଶୀଘ୍ର ନିଷ୍ପତ୍ତି ନେବେ.. ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ..

Hot this week

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ସମାଜ ଡିଜିଟାଲ ଡେସ୍କ: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

Related Articles

Popular Categories