www.samajalive.in
Sunday, December 14, 2025
23.1 C
Bhubaneswar

ଉତ୍ତରକାଶୀରେ ଦୁଇ-ଦୁଇ ଥର ଭୂକମ୍ପ, ବରୁଣାବତ ପର୍ବତରୁ ଖସିଲା ପଥର

ଉତ୍ତରକାଶୀ: ଉତ୍ତରକାଶୀ ଓ ଆଖପାଖ ଅଞ୍ଚଳରେ ଶୁକ୍ରବାର ଦୁଇଥର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଭୟରେ ଲୋକେ ଘରୁ ବାହାରକୁ ବାହାରି ଆସିଥିଲେ। ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ତହସିଲରୁ କ୍ଷୟକ୍ଷତି ନେଇ ସୂଚନା ସଂଗ୍ରହ କରାଯାଉଛି। କୁହାଯାଉଛି ଯେ, ପ୍ରଥମେ ସକାଳ ପ୍ରାୟ ୭ଟା ୪୨ରେ ଭୂମିକମ୍ପ ହୋଇଥିଲା। ଭୂକମ୍ପ ଯୋଗୁଁଁ ବରୁଣାବତ ପର୍ବତର ଭୂସ୍ଖଳନ ଜୋନ୍‌ରୁ ପଥର ଖସିଥିବା ଜଣାପଡ଼ିଛି। ଏହାପରେ ସକାଳ ୮ଟା ୧୯ରେ ପୁନର୍ବାର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୫ ରେକର୍ଡ଼ କରାଯାଇଛି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories