www.samajalive.in
Monday, December 8, 2025
27.1 C
Bhubaneswar

ଟି-ଟ୍ୱେଣ୍ଟିରେ ଭାରତର ରୋମାଞ୍ଚକର ବିଜୟ

ଚେନ୍ନାଇ: ଚେନ୍ନାଇର ଏମ୍ ଚିଦାମ୍ବରମ୍ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଦିତ୍ୱୀୟ ଟି-ଟ୍ୱେଣ୍ଟିରେ ଇଂଲଣ୍ଡ ବିପକ୍ଷରେ ଭାରତର ରୋମାଞ୍ଚକର ବିଜୟ ହୋଇଛି। ୧୬୫ ରନ ବିଜୟ ଲକ୍ଷ୍ୟରେ ଖେଳିଥିବା ଭାରତ ୨ ୱିକେଟରେ ଇଂଲଣ୍ଡକୁ ହରାଇଲା।

ଏହି ମ୍ୟାଚରେ ଟିମ୍ ଇଣ୍ଡିଆ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଇଂଲଣ୍ଡ ବ୍ୟାଟିଂ କରି ୧୬୫ ସ୍କୋର କରିଥିଲା। ଇଂଲଣ୍ଡ ଦ୍ବାରା ରଖାଯାଇଥିବା ୧୬୬ ରନର ଲକ୍ଷ୍ୟକୁ ଭାରତ ୧୯.୨ ଓଭରରେ ୮ ୱିକେଟ୍‌ ହରାଇ ହାସଲ କରିନେଇଥିଲା। ଏହି ବିଜୟ ସହ ୫ ମ୍ୟାଚ ବିଶିଷ୍ଟ ସିରିଜରେ ଭାରତ ୨-୦ରେ ଆଗୁଆ ହୋଇଛି।

- Advertisement -

ଭାରତ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲେ ବି ତିଳକ ବର୍ମାଙ୍କ ମ୍ୟାଚ ବିଜୟୀ ୭୨ ରନ ବଳରେ ଭାରତ ବିଜୟ ହାସଲ କରିଥିଲା। ଓ୍ବାସିଂଟନ ସୁନ୍ଦର ୨୬ ରନ କରିଥିଲେ।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories