www.samajalive.in
Saturday, December 6, 2025
15.1 C
Bhubaneswar

ଭଦ୍ରକରେ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ଭଦ୍ରକ:  ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଭଦ୍ରକ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ କାର୍ଯ୍ୟକ୍ରମରେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏଠାରେ ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ପୁଲିସ କର୍ମଚାରୀଙ୍କ ଦ୍ବାରା ସମଵେତ ପରେଡ୍ ଅନୁଷ୍ଠିତ ହୋଇଥିଲା। ଭଦ୍ରକ ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ଅଭିବାଦନ ଗ୍ରହଣ କରିଥିଲେ। ଏଥିରେ କୃତି ପ୍ରତିଯୋଗୀ ଓ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅଵଦାନ ପାଇଁ ଵହୁ ବ୍ୟକ୍ତିତ୍ବଙ୍କୁ ପୁରସ୍କୃତ କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories