www.samajalive.in
Friday, December 5, 2025
26.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ଏହି ଦିନ ଆସିବ ସୁଭଦ୍ରାର ଦ୍ଵିତୀୟ କିସ୍ତି

କଟକ: କଟକରେ ପାଳିତ ହୋଇଛି ୭୬ତମ ସାଧାରଣତନ୍ତ୍ର ଦିବସ।  କଟକରେ ବିଡାନାସୀ ମିନି ଷ୍ଟାଡିୟମରେ ଆଜି ପତାକା ଉତ୍ତୋଳନ କରିଛନ୍ତି  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏକ ବଡ ଘୋଷଣା କରିଛନ୍ତି। ସେ କହିଛନ୍ତି ଆସନ୍ତା ମାର୍ଚ୍ଚ ୮  ତାରିଖରେ ମହିଳା ମାନଙ୍କୁ ସୁଭଦ୍ରାର ଦ୍ଵିତୀୟ କିସ୍ତି ଟଙ୍କା ମିଳିବ। ବର୍ତ୍ତମାନ ସୁଦ୍ଧା ୮୦ ଲକ୍ଷରୁ ଅଧିକ ଲୋକଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି।  ମହିଳାଙ୍କ ବିକାଶ ପାଇଁ ଏହି ଯୋଜନା କାର୍ଯ୍ୟକାରୀ ହେଉଛି।ଏଥିରୁ କେହି ବାଦ୍ ପଡିବେ ନାହିଁ। ସର୍ଭେ ଚାଲିଛି, ଯୋଗ୍ୟ ହିତାଧିକାରୀ ମାନଙ୍କୁ ନିଶ୍ଚିତ ସୁଭଦ୍ରା ଟଙ୍କା ମିଳିବ।

Hot this week

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

Related Articles

Popular Categories