www.samajalive.in
Monday, December 8, 2025
13.1 C
Bhubaneswar

କର୍ଣ୍ଣାଟକ ମେଣ୍ଟକୁ ନେଇ ଦେବେଗୌଡାଙ୍କ ଅସନ୍ତୋଷ

ବେଙ୍ଗାଲୁରୁ : କର୍ଣ୍ଣାଟକର କଂଗ୍ରେସ-ଜେଡିଏସ୍ ମେଣ୍ଟ ସରକାରକୁ ନେଇ ସର୍ବସାଧାରଣରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଜେଡିଏସ୍ ମୁଖ୍ୟ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବେଗୌଡା। ଗୁରୁବାର ଦେବେଗୌଡା କହିଛନ୍ତି ‘ ମୁଁ ଏବେ ଯନ୍ତ୍ରଣାରେ ସମୟ ଅତିବାହିତ କରୁଛି। ଆଉ ଏହି ଯନ୍ତ୍ରଣାକୁ ନେଇ ବେଶୀ ଦିନ ନିରବ ରହିପାରିବି ନାହିଁ।’ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଏଚଡି କୁମାରସ୍ବାମୀଙ୍କ ପିତା ଦେବେଗୌଡା ମେଣ୍ଟ ସରକାରକୁ ନେଇ ନିରବ ରହିଛନ୍ତି। ୬ ମାସ ମେଣ୍ଟ ସରକାରରେ ଅନେକ ପ୍ରକାର ବିବାଦ ଦେଖାଯାଇଛି। କୁମାରସ୍ବାମୀଙ୍କ ପରିବର୍ତ୍ତେ କଂଗ୍ରେସ ନେତା ସିଦ୍ଧରମୈୟାଙ୍କୁ ମୁଖ୍ୟମନ୍ତ୍ରୀ କରିବା ନେଇ କଂଗ୍ରେସର ଅନେକ ବିଧାୟକ ଦାବି କରିବାର କିଛି ଦିନ ପରେ ଦେବେଗୌଡା ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

Hot this week

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

Related Articles

Popular Categories