www.samajalive.in
Saturday, December 6, 2025
16.1 C
Bhubaneswar

ପୂର୍ବତନ ପିସିସି ସଭାପତିଙ୍କ ଘରୁ ଲୁଟ୍

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ଵରରୁ କମୁନି ଲୁଟେରାଙ୍କ ଆତଙ୍କରାଜ୍। ଦିନକୁ ଦିନ ଚୋରି, ଅପରାଧ, ରାହାଜାନୀ ଭଳି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଆଜି ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଲୁଟ୍‌ ହୋଇଛି । ନୟାପଲ୍ଲୀ ଭିଆଇପି କଲୋନୀ ସ୍ଥିତ ନିରଞ୍ଜନଙ୍କ ବାସଭବନରୁ ଲୁଟ୍‌ ହୋଇଥିବା ନେଇ ସୂଚନା ମିଳିଛି । ଘରେ କେହି ନଥିବାର ସୁଯୋଗ ନେଇ କିଛି ଦୁର୍ବୃତ୍ତ ଆଲମିରା ଲକର୍‌ ତାଡ଼ି ୫୦ ଲକ୍ଷ ଟଙ୍କାର ସୁନା ଗହଣା ଲୁଟି ନେଇଛନ୍ତି । ସିସିଟିଭି ଫୁଟେଜକୁ ଆଧାର କରି ଘଟଣାସ୍ଥଳରେ ନୟାପଲ୍ଲୀ ପୁଲିସ୍ ପହଞ୍ଚି ଛାନଭିନ କରୁଛି।

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories