www.samajalive.in
Monday, December 8, 2025
24.1 C
Bhubaneswar

ପ୍ରମୁଖ ସଂଗଠନ ଭାଙ୍ଗିଲା ବିଜେଡି

ସମାଜ ଡିଜିଟାଲ ଡେସ୍କ: ବିଜୁ ଜନତା ଦଳର ବିଭିନ୍ନ ସାଂଗଠନିକ ନିର୍ବାଚନ ଅନୁଷ୍ଠିତ ହୋଇ ନୂଆ କର୍ମକର୍ତ୍ତା ନିର୍ବାଚିତ ହେବେ। ଏହା ପୂର୍ବରୁ ପ୍ରମୁଖ ସଂଗଠନଗୁଡ଼ିକୁ ଭାଙ୍ଗି ଦିଆଯାଇଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ବିଭିନ୍ନ ସଂଗଠନକୁ ଭାଙ୍ଗି ଦେଇଥିବା ସୂଚନା ମିଳିଛି। ବିଜୁ ମହିଳା ଜନତା ଦଳ, ବିଜୁ ଯୁବ ଜନତା ଦଳ, ବିଜୁ ଛାତ୍ର ଜନତା ଦଳ, ବିଜୁ ଶ୍ରମିକ ସାମ୍ମୁଖ୍ୟ, ଲିଗାଲ ସେଲ ଆଦି ପ୍ରମୁଖ ସଂଗଠନଗୁଡ଼ିକ ମଧ୍ୟରେ ରହିଛି। ଖୁବଶୀଘ୍ର ସାଂଗଠନିକ ନିର୍ବାଚନ ହେବ ବୋଲି ସୂଚନା ମିଳିଛି।

Hot this week

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

Related Articles

Popular Categories