www.samajalive.in
Saturday, December 6, 2025
14.1 C
Bhubaneswar

ଆରମ୍ଭ ହେଲା ଡଲଫିନ୍ ଗଣନା, ଆଜିଠୁ ୩ ଦିନ ଧରି ଚାଲିବ

ପଟ୍ଟାମୁଣ୍ଡାଇ: ଆରମ୍ଭ ହେଲା ଡଲଫିନ୍ ଗଣନା। ଆଜିଠୁ ୩ ଦିନ ଧରି ରାଜନଗର ବନଖଣ୍ଡ ଧାମରାରୁ ଦେବୀ ମୁହାଣ ଯାଏଁ ଗଣନା କାର୍ଯ୍ୟ ଚାଲିବ। ରାଜନଗର ବନଖଣ୍ଡର ୫ଟି ରେଞ୍ଜରେ ଏହି ଗଣନା କାର୍ଯ୍ୟ କରାଯାଉଥିବାବେଳେ ମୋଟ୍ ୯ଟି ଟିମରେ ୪ ଜଣ ଲେଖାଏଁ କର୍ମଚାରୀ ନିୟୋଜିତ ରହିଛନ୍ତି। ସକାଳ ୬ଟାରୁ ଦିନ ୧୨ଟା ଯାଏଁ ଚାଲିବ ଡଲଫିନ୍ ଗଣନା । ଗଣନା ସମୟରେ ବାଇନାକୁଲାର, ଜିପିଏସ, କ୍ୟାମେରା ଓ ହ୍ୟାଣ୍ଡିକ୍ୟାମ ପ୍ରଭୃତି ସାମଗ୍ରୀ ବ୍ୟବହାର କରାଯିବ ବୋଲି ରାଜନଗର ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories