www.samajalive.in
Monday, December 15, 2025
24.1 C
Bhubaneswar

କୁହୁଡି ହେଲା କାଳ: ପିକଅପ୍ ଭ୍ୟାନ୍ ଧକ୍କାରେ ଚାଲିଗଲା ଜୀବନ

ଆସିକା: ରାଜ୍ୟରେ କିଛି ଦିନ ହେବ ଶୀତ କମିଛି ସତ କିନ୍ତୁ ଘନ କୁହୁଡି ଜନ ଜୀବନକୁ ପୁରା ଅସ୍ତବ୍ୟସ୍ତ କରି ପକାଇଛି। କୁହୁଡି ଏତେ ପଡୁଛି ଯେ ରାସ୍ତା ଘାଟ ଦେଖାଯାଉଛି। ଫଳରେ ଅନେକ ସମୟରେ ଦୁର୍ଘଟଣାମାନ ଘଟୁଛି। ଆଜି ଏଭଳି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଆସିକାରେ। ପିକଅପ୍ ଭ୍ୟାନ୍ ଧକ୍କାରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ଗାଙ୍ଗପୁର ଥାନା କେସରାପଲ୍ଲି ଗାଁରେ ଏଭଳି ଅଘଟଣ ଘଟିଛି। ମୃତକ ଜଣକ ସୀମାଞ୍ଚଳ ସ୍ଵାଇଁ ବୋଲି ଜଣାପଡିଛି। ଦୁର୍ଘଟଣାରେ ପ​‌ରେ ଡ୍ରାଇଭର ଏବଂ ହେଲପର୍ ଫେରାର୍ ହୋଇଯାଇଛନ୍ତି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଁଞ୍ଚି ମୃତଦେହ ଜବତ କରି ତଦନ୍ତ ଚଳାଇଛି।

 

Hot this week

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

Related Articles

Popular Categories