www.samajalive.in
Tuesday, December 9, 2025
16.1 C
Bhubaneswar

ପିକଅପ ଭ୍ୟାନ ଓଲଟି ୨୦ ଗୁରୁତର

ସମାଜ ଡିଜିଟାଲ ଡେସ୍କ: ବାଲେଶ୍ଵର ଜିଲା ଜଳେଶ୍ଵରର କାସିଆଚଟଣା ନିକଟରେ ସୋମବାର ଏକ ପିକଅପ୍‌ ଭ୍ୟାନ ଓଲଟି ପଡ଼ିବା ଫଳରେ ୨୦ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ବସ୍ତା ଏବଂ ବାଲେଶ୍ଵର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ୨୦ରୁ ଅଧିକ ବ୍ୟକ୍ତି ଏକ କଳସ ଶୋଭାଯାତ୍ରାରେ ଯୋଗଦେବା ଲାଗି ଉକ୍ତ ପିକଅପ ଭ୍ୟାନରେ ଯାଉଥିଲେ। କାସିଆ ଚଟଣା ପାଖରେ ପିକଅପ୍‌ ଭ୍ୟାନଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଖବର ପାଇ ପୁଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନା ପଠାଇଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories