www.samajalive.in
Monday, December 15, 2025
24.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ପୂର୍ବତନ ପୁଲିସ ମହାନିର୍ଦେଶକ ଅବସରପ୍ରାପ୍ତ ଆଇପିଏସ ପ୍ରକାଶ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପଦେଷ୍ଟା.. ଉପଦେଷ୍ଟା ଭାବେ ପ୍ରକାଶ ମିଶ୍ରଙ୍କୁ ମିଳିଲା କ୍ୟାବିନେଟ ପାହ୍ୟା..

ଅବସରପ୍ରାପ୍ତ ଆଏଏସ ମଧୁସୂଦନ ପାଢ଼ୀ ହେଲେ ରାଜ୍ୟ ନିର୍ବାଚନ କମିଶନର.. ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ପରେ ଖାଲି ପଡ଼ିଥିଲା ରାଜ୍ୟ ନିର୍ବାଚନ କମିଶନର ପଦ..

- Advertisement -

ବୁମ୍‌ରା ୨୦୨୪ର ଶ୍ରେଷ୍ଠ ଟେଷ୍ଟ କ୍ରିକେଟର.. ସ୍ମୃତି ମନ୍ଧାନା ମହିଳା ଦିନିକିଆ କ୍ରିକେଟର ଅଫ୍ ଦି ଇୟର..

ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଶ୍ରୀମନ୍ଦିର ପରିଚାଳନା କମିଟିର କାର୍ଯ୍ୟକାରୀ ଅଧ୍ୟକ୍ଷ.. ଏନେଇ ଜିଏ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି..

ଜନତା ମଇଦାନରେ ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲା ପୁଲିସ, ବୋମା ନିଷ୍କ୍ରିୟ ଦଳ ଓ ସନ୍ଧାନୀ କୁକୁର.. ଉତ୍କର୍ଷ ଓଡିଶା ପାଇଁ ମୁତୟନ ହେବେ ୬୦ ପ୍ଲାଟୁନ ପୁଲିସ ଫୋର୍ସ..

Hot this week

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

Related Articles

Popular Categories