www.samajalive.in
Monday, December 8, 2025
24.1 C
Bhubaneswar

ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଓଡିଶାଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମଙ୍ଗଳବାର ପୂର୍ବାହ୍ନରେ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଆସି ପହଞ୍ଚି ସାରିଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ବିମାନବନ୍ଦରରେ ପହଞ୍ଚିବା ପରେ ଜନତା ମଇଦାନ ଅଭିମୁଖେ ପ୍ରଧାନମନ୍ତ୍ରୀ ଗସ୍ତ କରିବେ। ଜନତା ମଇଦାନରେ ଆୟୋଜିତ ହେଉଥିବା ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗ ଦେବେ।

ଜନତା ମଇଦାନରେ ଜାନୁଆରୀ ୨୮ ଓ ୨୯ ଦୁଇ ଦିନ ଧରି ଉତ୍କର୍ଷ ଓଡିଶା :ମେକ ଇନ ଓଡିଶା କନକ୍ଲେଭ ୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଦେଶର ଶ୍ରେଷ୍ଠ ୫ଟି ଅର୍ଥନୀତି ରାଜ୍ୟ ମଧ୍ୟରେ ଓଡିଶାର ସ୍ଥାନ ପାଇବାର ଲକ୍ଷ୍ୟ ନେଇ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି।

ମୌନୀ ଅମାବାସ୍ୟାରେ ବାସ୍‌ ଏହି ୩ଟି ସରଳ ଉପାୟରେ ବର୍ଷଯାକ ହେବ ଧନ ବର୍ଷା, ଘରୁ ଦୂର ହେବ ଅଶାନ୍ତି..

- Advertisement -

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories