www.samajalive.in
Sunday, December 14, 2025
26.1 C
Bhubaneswar

ଶଙ୍କୁଲେଇ ପଞ୍ଚାୟତରେ ଜିଲ୍ଲାପାଳଙ୍କ ଜନଶୁଣାଣି

ହରଭଙ୍ଗା : ହରଭଙ୍ଗା ବ୍ଲକ ଶଙ୍କୁଲେଇ ପଞ୍ଚାୟତ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଜିଲ୍ଲାପାଳଙ୍କ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୋଟ ୫୮ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ସେଥିରୁ ୫୩ଟି ବ୍ୟକ୍ତିଗତ ଏବଂ ୫ ଗୋଟି ସାମୁହିକ ଅଭିଯୋଗ ରହିଥିଲା। ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ସେଥିରୁ ୨୭ଟି ଅଭିଯୋଗର ଶୁଣାଣି କରି ଏଗୁଡିକର ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ରେଡକ୍ରସ ପାଣ୍ଠିରୁ ୦୩ ଜଣଙ୍କୁ ୨୦ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା। ଜଣଙ୍କୁ ହୁଇଲ ଚେୟାର ପ୍ରଦାନ କରିଥିଲେ ।କାର୍ଯ୍ୟକ୍ରମରେ ଜିଲ୍ଲାପାଳଙ୍କ ସହିତ ବୌଦ୍ଧ ଏସ.ପି ଦେବରାଜ ନାଗରକୋଣ୍ଡା, ବୌଦ୍ଧ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ବୌଦ୍ଧ ଉପଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆ, ବୌଦ୍ଧ ସିଡିଏମଓ ଜୟକୃଷ୍ଣ ମିଶ୍ର, ହରଭଙ୍ଗା ବିଡିଓ ଶରତ କୁମାର ସେଠୀ, ହରଭଙ୍ଗା ତହସିଲଦାର ବିଭୁପ୍ରସାଦ ସିଂଙ୍କ ସହିତ ସମସ୍ତ ଜିଲ୍ଲାସ୍ତରୀୟ ପଦାଧିକାରୀ ସାମିଲ ଥିଲେ।

ଆଉ ମାତ୍ର ଅଳ୍ପ ଦିନ ପରେ ବୁଦ୍ଧାଦିତ୍ୟ ରାଜଯୋଗ; ଏହି ରାଶିଙ୍କ ଉପରେ ହେବ ଧନବର୍ଷା, ବିବାହ, ହେବେ ମାଲମାଲ୍‌..

ମୌନୀ ଅମାବାସ୍ୟାରେ ବାସ୍‌ ଏହି ୩ଟି ସରଳ ଉପାୟରେ ବର୍ଷଯାକ ହେବ ଧନ ବର୍ଷା, ଘରୁ ଦୂର ହେବ ଅଶାନ୍ତି..

- Advertisement -

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories