www.samajalive.in
Monday, December 8, 2025
13.1 C
Bhubaneswar

ହସ୍ପିଟାଲରେ ଭର୍ତ୍ତି ହେଲେ ପୂର୍ବତନ ରାଜ୍ୟପାଳ ବିଶ୍ଵଭୂଷଣ ହରିଚନ୍ଦନ

ଭୁବନେଶ୍ଵର : ପୂର୍ବତନ ରାଜ୍ୟପାଳ ବିଶ୍ଵଭୂଷଣ ହରିଚନ୍ଦନ ଅସୁସ୍ଥ। ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଛି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦ ପଠାଯିବାକୁ ପ୍ରସ୍ତୁତି ଚାଲିଛି। ଅସୁସ୍ଥତା ନେଇ ତାଙ୍କ ପୁଅ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ବୟସାଧିକ କାରଣରୁ ବିଶ୍ବଭୂଷଣଙ୍କ ବିଭିନ୍ନ ସ୍ୱାସ୍ଥ୍ୟ ଗତ ସମସ୍ୟା ଦେଖାଦେଇଛି । ତେଣୁ ତାଙ୍କୁ ପରିବାର ପକ୍ଷରୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗତବର୍ଷ ସେପ୍ଟେମ୍ବର ମାସରେ ମଧ୍ୟ ଅସୁସ୍ଥତା କାରଣରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

Hot this week

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

Related Articles

Popular Categories