www.samajalive.in
Sunday, December 7, 2025
26.1 C
Bhubaneswar

ହସ୍ପିଟାଲରୁ ଡେଇଁ ରୋଗୀର ମୃତ୍ୟୁ

କଟକ : ହସ୍ପିଟାଲରୁ ଡେଇଁପଡି ଜଣେ ରୋଗୀଙ୍କ ମୃତ୍ୟୁ ହୋଇଛି । ଜଗତପୁରରେ ଥିବା ଏକ ଘରୋଇ ହସ୍ପିଟାଲ ଛାତରୁ ଜଣେ ରୋଗୀ ଡେଇଁପଡିବାରୁ ତାଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ଢେଙ୍କାନାଳର ବୋଲି ଜଣାପଡିଛି । ସେ ଯକୃତ ଜନିତ ସମସ୍ୟା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ତେବେ ଚିକିତ୍ସିତ ଅବସ୍ଥାରେ ସେ ଆଜି ସନ୍ଧ୍ୟାରେ ହସ୍ପିଟାଲର ଶୌଚାଳୟ ଝରକାରୁ ଡେଇଁ ପଡି ମୃତ୍ୟୁବରଣ କରିଛନ୍ତି । ସେ କାହିଁକି ଆତ୍ମହତ୍ୟା କରିଛନ୍ତି ସେନେଇ କିଛି ସ୍ପଷ୍ଟ ସୂଚନା ମିଳିପାରିନି ।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories