www.samajalive.in
Saturday, December 6, 2025
19.1 C
Bhubaneswar

ପୁରୁଣାକଟକରେ ତମାଖୁ ଦୋକାନରେ ଚଢାଉ 

ହରଭଙ୍ଗା : ହରଭଙ୍ଗା ବ୍ଲକ ପୁରୁଣାକଟକ ବଜାରରେ ବିଭିନ୍ନ ତମାଖୁ ଦୋକାନରେ ଚଢାଉ  କରାଯାଇଛି। ସମୁଦାୟ ୧୬ଟି ଦୋକାନରେ ଚଢାଉ କରାଯାଇ ୩୨ଶହ ଟଙ୍କା ଜୋରିମାନା ଆଦାୟ କରାଯାଇଛି। ଚଢାଉରେ ସନ୍ତୋଷ କୁମାର ପ୍ରଧାନ, ଭେଷଜ ନିରୀକ୍ଷକ, ଜନ ସ୍ଵାସ୍ଥ୍ୟ ବିଭାଗରୁ, ଆଲୋକ କୁମାର ମିଶ୍ର, ପରାମର୍ଶଦାତା, ଧରଣୀଧର ନାୟକ, ଖାଦ୍ୟ ସୁରକ୍ଷା ଓ ନିରାପତ୍ତା ଅଧିକାରୀ ଏବଂ ସତ୍ୟନାରାୟଣ ବାରିକ ଖାଦ୍ୟ ସୁରକ୍ଷା କର୍ମଚାରୀ ତଥା ପ୍ରିୟରଞ୍ଜନ କହଁର, ଅବକାରୀ ଥାନା ଅଧିକାରୀ ଏବଂ ପୁଲିସ କର୍ମଚାରୀ ଉପସ୍ଥିତ ଥିଲେ।

୧୮ ବର୍ଷ ପରେ ରାହୁ-ଶୁକ୍ରଙ୍କ ଅତ୍ୟନ୍ତ ଶୁଭ ଯୋଗ ପୁଣି ଶକ୍ତିଶାଳୀ ଗଜକେସରୀ ଯୋଗ; ଏହି ରାଶି ହେବେ ଭାଗ୍ୟବାନ୍‌, ସବୁ ଚିନ୍ତା ହେବ ଦୂର..

ମହାକୁମ୍ଭରେ ଭାଇରାଲ ଗାର୍ଲ ମୋନାଲିସା ଏବେ ବଲିଉଡ୍‌ରେ ଥାପିବେ ପାଦ, ସାଇନ୍‌ କଲେ ପ୍ରଥମ ଫିଲ୍ମ

- Advertisement -

ଶିଶୁ କନ୍ୟାକୁ ପାଦରେ ଦଳି ଦେଲା ଦନ୍ତା

 

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories