www.samajalive.in
Monday, December 8, 2025
27.1 C
Bhubaneswar

ଭୁବନେଶ୍ଵରରେ ପହଞ୍ଚିଲେ ମୋହନ ଭାଗବତ

ସମାଜ ଡିଜିଟାଲ ଡେସ୍କ: ରାଷ୍ଟ୍ରୀୟ ସ୍ବଂୟସେବକ ସଂଘ(ଆରଏସଏସ) ମୁଖ୍ୟ ମୋହନ ଭାଗବତ ୫ ଦିନିଆ ଓଡ଼ିଶା ଗସ୍ତରେ ଆସି ଗୁରୁବାର ଭୁବନେଶ୍ଵରରେ ପହଞ୍ଚିଛନ୍ତି। ଭାଗବତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସଂଘର ବରିଷ୍ଠ ପଦାଧିକାରୀମାନେ ସ୍ବାଗତ ଜଣାଇଥିଲେ। ଶୁକ୍ରବାରଠାରୁ ୩ ଦିନ ପର୍ଯ୍ୟନ୍ତ ସେ ରାଜ୍ୟରେ ଆରଏସଏସର ସାଂଗଠନିକ କାର୍ଯ୍ୟର ସମୀକ୍ଷା କରିବେ। ଏହା ସହିତ ସଂଘର ଯୋଜନା ବୈଠକରେ ଯୋଗଦେବେ।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories