www.samajalive.in
Saturday, December 13, 2025
21.1 C
Bhubaneswar

ଫେବୃଆରୀ ୧୫ ଯାଏଁ ବଢିଲା ରାସନ ଇ-କେୱାଇସି

ଭୁବନେଶ୍ୱର : ଫେବୃଆରୀ ୧୫ ଯାଏଁ ବଢିଲା ରାସନ କାର୍ଡ ପାଇଁ ଇ-କେୱାଇସି ଅପଡେଟ୍‌ । ଅବଧି ବୃଦ୍ଧି ନେଇ ଗୁରୁବାର ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ପୂର୍ବରୁ ଜାନୁଆରୀ ୩୧ ଶେଷ ତାରିଖ ଥିବା ବେଳେ ବର୍ତ୍ତମାନ ଏହା ଫେବୃଆରୀ ୧୫କୁ ବୃଦ୍ଧି ପାଇଛି। କିଛି ଲୋକ ଇ-କେୱାଇସି କରି ନଥିବାରୁ ବୃଦ୍ଧି ପାଇଁ ଦାବି କରି ଥିଲେ। ଏହାକୁ ବିଚାର କରି ସରକାର ଅବଧି ବୃଦ୍ଧି ନେଇ ନିଷ୍ପତ୍ତି ନେଇଛନ୍ତି ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି।

୧୮ ବର୍ଷ ପରେ ରାହୁ-ଶୁକ୍ରଙ୍କ ଅତ୍ୟନ୍ତ ଶୁଭ ଯୋଗ ପୁଣି ଶକ୍ତିଶାଳୀ ଗଜକେସରୀ ଯୋଗ; ଏହି ରାଶି ହେବେ ଭାଗ୍ୟବାନ୍‌, ସବୁ ଚିନ୍ତା ହେବ ଦୂର..

ଜିଓର ୨୦୦ରୁ ବି କମ୍‌ ଏହି ପ୍ଲାନ୍‌, ଦୈନିକ ମିଳିବ ୨ଜିବି ଡାଟା

- Advertisement -

ମହାକୁମ୍ଭରେ ଭାଇରାଲ ଗାର୍ଲ ମୋନାଲିସା ଏବେ ବଲିଉଡ୍‌ରେ ଥାପିବେ ପାଦ, ସାଇନ୍‌ କଲେ ପ୍ରଥମ ଫିଲ୍ମ

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories