www.samajalive.in
Tuesday, December 9, 2025
16.1 C
Bhubaneswar

ମାଓବାଦୀଙ୍କ ବର୍ବର କାଣ୍ଡ; ଜଣଙ୍କୁ ଗଳାକାଟି ହତ୍ୟା କଲେ

ମାଲକାନଗିରି: ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳରେ ମାଓବାଦୀମାନେ ପୁଣି ଘଟାଇଛନ୍ତି ବର୍ବର କାଣ୍ଡ। ଜଣଙ୍କୁ ଗଳାକାଟି ହତ୍ୟା କରିଛନ୍ତି ମାଓବାଦୀ। ମୃତକ ହେଲେ ଅଣ୍ଡ୍ରାପାଲି ଓରାପଦର ଗାଁର ରାମଚନ୍ଦ୍ର ମୁଦୁଲି। ସୋମବାର ରାତିରେ ପ୍ରାୟ ୨୦ଜଣ ମାଓବାଦୀ ରାମଚନ୍ଦ୍ରଙ୍କୁ ତାଙ୍କ ଘରୁ ଟେକିନେଇ ଗାଁମୁଣ୍ଡରେ ଗଳାକାଟି ହତ୍ୟା କରିଥିଲେ। ଏଥିସହ ଅନ୍ୟ ଜଣଙ୍କୁ ମାଓବାଦୀମାନେ ଅପହରଣ କରି ନେଇଥିବା ଜଣାପଡ଼ିଛି। ହତ୍ୟାକାଣ୍ଡ ପରେ ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories