www.samajalive.in
Sunday, December 14, 2025
26.1 C
Bhubaneswar

ଫେବୃଆରୀ ୧୫ ଯାଏଁ ବଢ଼ିଲା ଇ-କେୱାଇସି ଅପଡେଟ୍‌‌

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ଇ-କେୱାସି ଶେଷ ତାରିଖ ଅବଧି ବୃଦ୍ଧି କରାଯାଇଥିବା ନେଇ ସୂଚନା ମିଳିଛି। ଇ-କେୱାଇସି ଅପଡେଟ୍‌‌ ଫେବୃଆରୀ ୧୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏଣିକି ଉପଭୋକ୍ତାମାନେ ଫେବୃଆରୀ ୧୫ ତାରିଖ ପର୍ଯ୍ୟନ୍ତ ଇ-କେୱାଇସି ଅପଡେଟ୍‌‌ କରିପାରିବେ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରକାଶ ଦେଇଛନ୍ତି। ପୂର୍ବରୁ ଇ-କେୱାଇସି ଅପଡେଟ୍‌‌ ଶେଷ ତାରିଖ ଜାନୁଆରୀ ୩୧ ତାରିଖ ରହିଥିବାବେଳେ ଏହାକୁ ଫେବୃଆରୀ ୧୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

କିଛି ଉପଭୋକ୍ତା ଇ-କେୱାଇସି କରି ନ ଥିବାରୁ ସେମାନେ ଏହାର ଅବଧି ବୃଦ୍ଧି ପାଇଁ ଦାବି କରିଥିଲେ। ଏହାକୁ ବିଚାର କରି ରାଜ୍ୟ ସରକାର ଇ-କେୱାସି ଅବଡେଟ ଅବଧି ଫେବୃଆରୀ ୧୫ ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରକାଶ କରିଛନ୍ତି।

- Advertisement -

 

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories