www.samajalive.in
Sunday, December 14, 2025
26.1 C
Bhubaneswar

ନିର୍ବନ୍ଧ ପରେ କନ୍ୟାକୁ ଥଣ୍ଡାରେ ବିଷ ଦେଲେ ଭାବିପତିଙ୍କ ପ୍ରେମିକା, ହସ୍ପିଟାଲରେ ଭର୍ତ୍ତି

ପଟ୍ଟାମୁଣ୍ଡାଇ : ଡାମରପୁର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ନିର୍ବନ୍ଧ ପରେ କନ୍ୟାକୁ ଥଣ୍ଡା ପାନୀୟରେ ବିଷ ଦେଇ ଜଣେ ଯୁବତୀ ଓ ତାଙ୍କ ପୁରୁଷ ବନ୍ଧୁ ଅଟକ ଅଛନ୍ତି । କନ୍ୟା ଜଣକ ଗୁରୁତର ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

ଚିକିତ୍ସିତ ହେଉଥିବା ଯୁବତୀଙ୍କ ନିକଟରେ ନିର୍ବନ୍ଧ ହୋଇଥିଲା । ତେବେ ଯେଉଁ ଯୁବକଙ୍କ ସହ ତାଙ୍କର ନିର୍ବନ୍ଧ ହୋଇଥିଲା ତାଙ୍କ ପ୍ରେମିକା କନ୍ୟାକୁ ଥଣ୍ଡା ପାନୀୟରେ ବିଷ ଦେଇଥିବା ଜଣାପଡିଛି । ଏଥିରେ ସମ୍ପୃକ୍ତ ଯୁବତୀଙ୍କ ଜଣେ ପୁରୁଷ ବନ୍ଧୁ ମଧ୍ୟ ସାମିଲ ଅଛନ୍ତି । ତେବେ ଉଭୟଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ପୁଲିସ । ଅନ୍ୟପଟେ ଗୁରୁତର କନ୍ୟାଙ୍କର ଚିକିତ୍ସା ଚାଲିଛି ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories