www.samajalive.in
Saturday, December 6, 2025
19.1 C
Bhubaneswar

ଗାନ୍ଧିଜୀଙ୍କ ବିଚାରଧାରା ସମାଜ ପାଇଁ ଏବେ ବି ପ୍ରାସଙ୍ଗିକ

ଗୁରୁଡିଝାଟିଆ: ସତ୍ୟ, ନ୍ୟାୟ ଓ ସେବାର ପୂଜାରୀ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ତ୍ୟାଗ, ତିତିକ୍ଷା ଦେଶପ୍ରୀତି, ଜୀବନାଦର୍ଶ ଓ ବିଚାରଧାରା ଏବେ ବି ସମାଜ ପାଇଁ ପ୍ରାସଙ୍ଗିକ ବୋଲି ଗୋପବନ୍ଧୁ ସେବିକା ମହାବିଦ୍ୟାଳୟରେ ଗାନ୍ଧିଜୀଙ୍କ ତିରୋଧାନ ଦିବସ ତଥା ସହିଦ ଦିବସ ପାଳନ ଉତ୍ସବରେ ଅନୁଷ୍ଠାନର ନିର୍ଦେଶକ ଶିବରାମ ମିଶ୍ର ମତ ପ୍ରକାଶ କରିଥିଲେ। ମହାବିଦ୍ୟାଳୟର ଉପାଧ୍ୟକ୍ଷା ବାବି ଏସପିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ତିରୋଧାନ ଦିବସରେ ନିର୍ଦେଶକ ଶ୍ରୀ ମିଶ୍ର କହିଥିଲେ, ଗାନ୍ଧିଜୀଙ୍କ ଅଂହିସା ମନ୍ତ୍ର ଦ୍ଵାରା ଅଭିମନ୍ତ୍ରିତ ହୋଇ ସମଗ୍ର ଦେଶ ସ୍ଵାଧୀନତା ଆନ୍ଦୋଳନରେ ଝାସ ଦେଇଥିଲେ। ଦେଶ ସ୍ଵାଧୀନତାରେ ଗାନ୍ଧିଜୀଙ୍କ ଭୂମିକା ସମ୍ପର୍କରେ ଆଲୋକପାତ କରି ଉପସ୍ଥିତ ବିଦ୍ୟାର୍ଥୀଙ୍କୁ ଗାନ୍ଧିଜୀଙ୍କ ନିତି ଆଦର୍ଶରେ ଅନୁପ୍ରାଣିତ ହେବାକୁ ପରାମର୍ଶ ଦେଇଥିଲେ। ଅନୁଷ୍ଠାନର ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ଓ ବିଦ୍ୟାର୍ଥୀ ମାନେ ଯୋଗ ଦେଇ ଶ୍ରଦ୍ଧାଞ୍ଜଳି ପ୍ରଧାନ କରିଥିଲେ।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories