www.samajalive.in
Sunday, December 7, 2025
26.1 C
Bhubaneswar

ବଜେଟ୍‌ ପୂର୍ବରୁ ବଢିଲା ସୁନା ଦାମ୍‌

ନୂଆଦିଲ୍ଲୀ : ଫେବୃଆରୀ ୧ ଅର୍ଥାତ୍‌ ଶନିବାର ଉପସ୍ଥାପନ ହେବ କେନ୍ଦ୍ର ବଜେଟ୍‌। ବଜେଟ୍‌ ପୂର୍ବରୁ ବଢିଛି ସୁନା ଦାମ୍‌।

ଶୁକ୍ରବାର ୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୮୪,୩୩୦ରେ ପହଞ୍ଚିଛି। ଗତକାଲି ଏହା ୮୩,୦୨୦ ଟଙ୍କା ଥିଲା । ପ୍ରାୟ ଗୋଟିଏ ଦିନରେ ୧,୩୧୦ ଟଙ୍କା ବୃଦ୍ଧି ପାଇଛି।

- Advertisement -

୨୨ କ୍ୟାରେଟ୍‌ ସୁନା ନାମ୍‌ ୧୦ ଗ୍ରାମ୍‌କୁ ୭୭,୩୦୦ ଟଙ୍କାକୁ ବୃଦ୍ଧି ପାଇଥିବା ବେଳେ ଗତକାଲି ଏହା ୭୬,୧୦୦ ଟଙ୍କା ଥିଲା । ଏଥିରେ ମଧ୍ୟ ୧୨୦୦ ଟଙ୍କା ବୃଦ୍ଧି ହୋଇଛି।

ସେହିପରି ୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୬୩,୨୫୦ ଟଙ୍କାରେ ପହଞ୍ଚିଛି । ଗତକାଲି ଏହା ୬୨,୨୭୦ ଟଙ୍କା ଥିଲା । ଏଥିରେ ମଧ୍ୟ ୯୮୦ ଟଙ୍କା ବୃଦ୍ଧି ପାଇଛି।

ଏହାସହ ରୁପା ଦାମ୍‌ ମଧ୍ୟ ବୃଦ୍ଧି ପାଇଛି। ୧୦୦ ଗ୍ରାମ୍‌ ରୁପା ଦାମ୍‌ ଆଜି ୧୦,୭୦୦ ଟଙ୍କା ଥିବା ବେଳେ ଗତକାଲି ଏହା ୧୦,୬୦୦ ଟଙ୍କା ଥିଲା । ରୁପା ୧୦୦ ଟଙ୍କା ବୃଦ୍ଧି ପାଇଛି।

ମାତ୍ର ୫ ଦିନ ପରେ ବୃହସ୍ପତି ଚଳନ ; ଏହି ରାଶିଙ୍କ ଉପରେ ହେବ ଧନ ବର୍ଷା, ଖୋଲିବ ବନ୍ଦ ଭାଗ୍ୟର ତାଲା..

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories