www.samajalive.in
Thursday, December 11, 2025
13.1 C
Bhubaneswar

ଭିଏତନାମରେ ହେବ ଟ୍ରମ୍ପ-କିମ୍‌ ସାକ୍ଷାତ ଆଲୋଚନା

ୱାଶିଂଟନ୍‌ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଉତ୍ତରକୋରିଆ ନେତା କିମ୍‌ ଜଙ୍ଗ୍‌ ଉନ୍‌ଙ୍କ ମଧ୍ୟରେ ଦ୍ବିତୀୟ ସମ୍ମିଳନୀ ଭିଏତନାମରେ ହେବ ବୋଲି ଜଣାପଡ଼ିଛି। ଚଳିତ ମାସ ଶେଷ ସୁଦ୍ଧା ଭିଏତନାମର ଉପକୂଳ ନଗରୀ ଡା ନାଙ୍ଗ୍‌ଠାରେ ଏହି ସମ୍ମିଳନୀ ଅନୁଷ୍ଠିତ ହେବ। ଏଥିରେ ଉତ୍ତରକୋରିଆର ପରମାଣୁ ନିରସ୍ତ୍ରୀକରଣ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା ହେବ ବୋଲି ହ୍ବାଇଟ ହାଉସ୍‌ ସୂତ୍ରରୁ ସୂଚନା ମିଳିଛି। ଦୁଇ ନେତାଙ୍କ ମଧ୍ୟରେ ଐତିହାସିକ ସାକ୍ଷାତ ଆଲୋଚନା ଗତ ବର୍ଷ ଜୁନ୍‌ରେ ସିଙ୍ଗାପୁରଠାରେ ଅନୁଷ୍ଠିତ ହୋଇଥିଲା।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories