www.samajalive.in
Sunday, December 7, 2025
26.1 C
Bhubaneswar

୪ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ

ପୁରୀ : ପୁରୀ ଶ୍ରୀମନ୍ଦିରରେ ୪ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ। ଶ୍ରୀପଞ୍ଚମୀ ଓ ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବୃଆରୀ ୨,୩,୫ ଓ ୬ ତାରିଖରେ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରହିବ। ଏହାସହ ଏହି ଦିନ ବ୍ୟତୀତ ଅନ୍ୟ ଦିନ ମାନଙ୍କରେ ସରକାରଙ୍କ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ମରାମତି କାମ କରାଯିବ । ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ପକ୍ଷରୁ ସୂଚନା ମିଳିଛି।

ମାତ୍ର ୫ ଦିନ ପରେ ବୃହସ୍ପତି ଚଳନ ; ଏହି ରାଶିଙ୍କ ଉପରେ ହେବ ଧନ ବର୍ଷା, ଖୋଲିବ ବନ୍ଦ ଭାଗ୍ୟର ତାଲା..

ଜିଓର ସ୍ୱତନ୍ତ୍ର ପ୍ଲାନ୍‌; ଡାଟା ସହ ମାଗଣାରେ ମିଳିବ ନେଟ୍‌ଫ୍ଲିକ୍ସ, ଅନ୍ୟାନ୍ୟ ସୁବିଧା..

- Advertisement -

ଦେଖନ୍ତୁ ଭିଡିଓ ; ମହାକୁମ୍ଭରେ ଶ୍ରଦ୍ଧାଳୁଙ୍କ ପାଇଁ ତିଆରି ଖାଦ୍ୟରେ ମାଟି ପକାଇ ପୁଲିସ କର୍ମୀ ନିଲମ୍ବିତ

ଦେଖନ୍ତୁ ଭିଡିଓ ;ଶିକାର କରି ପାଣିର ପ୍ରଖର ସ୍ରୋତରେ କେମିତି ଫସିଗଲା ଅଜଗର

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories