www.samajalive.in
Wednesday, December 10, 2025
16.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ସଂସଦରେ ଅର୍ଥନୈତିକ ସର୍ଭେ ରିପୋର୍ଟ ୨୦୨୫ ଉପସ୍ଥାପନ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ.. ୨୦୨୫-୨୬ ଆର୍ଥିକ ବର୍ଷରେ ଧିମା ରହିବ ଅଭିବୃଦ୍ଧି ହାର.. ମୋଟ ଘରୋଇ ଉତ୍ପାଦ ବା ଜିଡିପି ୬.୩ ପ୍ରତିଶତରୁ ୬.୮ ପ୍ରତିଶତ ରହିବା ନେଇ ଆକଳନ..

ବଜେଟ୍‌ ଅଧିବେଶନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ପରେ ରାଷ୍ଟ୍ରପତିଙ୍କୁ ପୁଅର ଲେଡୀ ଓ ବିଚାରୀ କହିବା ସହ ଭାଷଣକୁ ବୋରିଂ କହି ବିବାଦରେ ସୋନିଆ ଗାନ୍ଧୀ.. କଡ଼ା ଭାଷାରେ ନିନ୍ଦା କରିବା ସହ କ୍ଷମା ମାଗିବାକୁ ଦାବି କଲା ବିଜେପି..

- Advertisement -

ରାଜ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ଵ ଗ୍ରହଣ କଲେ ମଧୁସୂଦନ ପାଢୀ..

ଫେବୃଆରୀ ୯ରେ ଭାରତ-ଇଂଲଣ୍ଡ ମ୍ୟାଚ୍‌.. ବାରବାଟୀ ଷ୍ଟାଡିୟମରେ ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ..

୪ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ.. ଶ୍ରୀପଞ୍ଚମୀ ଓ ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବୃଆରୀ ୨,୩,୫ ଓ ୬ ତାରିଖରେ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରହିବ.. ସୂଚନା ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ..

ଭୁବନେଶ୍ବର ଖାରବେଳ ନଗରରେ ଅଭାବନୀୟ ଘଟଣା.. ରାତିରେ ଶୋଇଥିଲେ, ସକାଳୁ ମିଳିଲା ମୃତଦେହ.. ସ୍ଥାନୀୟ ପଞ୍ଜାବୀ କଲୋନୀରୁ ମିଳିଛି ୨ ଯୁବକଙ୍କ ମୃତଦେହ.. ୨ ମୃତକ ମୋ ପିଠା ନାମକ ସଂସ୍ଥାରେ କାମ କରୁଥିଲେ..

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories