www.samajalive.in
Friday, December 12, 2025
15.1 C
Bhubaneswar

୪ର୍ଥ ଟି-ଟ୍ୱେଣ୍ଟି : ଇଂଲଣ୍ଡକୁ ୧୫ ରନରେ ପରାସ୍ତ, ସିରିଜ ଜିତିଲା ଟିମ ଇଣ୍ଡିଆ

ପୁଣେ :ଇଂଲଣ୍ଡ ବିପକ୍ଷ ଟି-ଟ୍ୱେଣ୍ଟିରେ ଭାରତର କବଜା। ଚତୁର୍ଥ ମ୍ୟାଚରେ ୧୫ ରନରେ ଇଂଲଣ୍ଡକୁ ହରାଇଲା ଭାରତ। ଭାରତର ସ୍କୋର ୧୮୧/୯ ହୋଇଥିବାବେଳେ ଇଂଲଣ୍ଡ ୧୬୬ କରି ଅଲଆଉଟ ହୋଇଯାଇଥିଲା। ୫ ମ୍ୟାଚ ବିଶିଷ୍ଟ ସିରିଜରେ ଭାରତ ୩-୧ରେ ଅଗ୍ରଣୀ ହୋଇଛି।

ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଖେଳାଯାଇଥିବା ଭାରତ-ଇଂଲଣ୍ଡ ୪ର୍ଥ ଟି-ଟ୍ୱେଣ୍ଟି ମ୍ୟାଚରେ ଇଂଲଣ୍ଡକୁ ୧୫ ରନରେ ପରାସ୍ତ କରିଛି ଟିମ ଇଣ୍ଡିଆ । ଏହା ସହିତ ଭାରତ ଏହି ୫ ମ୍ୟାଚ ବିଶିଷ୍ଟ ସିରିଜକୁ କବଜା କରିନେଇଛି । ଭାରତ ପକ୍ଷରୁ ରଖାଯାଇଥିବା ୧୮୨ ରନ ଟାର୍ଗେଟ୍ ଜବାବରେ ଇଂଲଣ୍ଡ ୧୯.୪ ଓଭରରେ ୧୬୬ ରନ କରି ଅଲଆଉଟ ହୋଇଯାଇଥିଲା ।  ଏହି ମ୍ୟାଚରେ ଇଂଲଣ୍ଡ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା

- Advertisement -

 

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories