www.samajalive.in
Saturday, December 6, 2025
14.1 C
Bhubaneswar

ଘର ଭିତରେ ବିଲ୍ଡରଙ୍କ ଝୁଲନ୍ତା ମୃତଦେହ, ଛାନଭିନ୍ ଜାରି

ଭୁବନେଶ୍ଵର: ଘର ଭିତରୁ ବିଲ୍ଡରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଭୁବନେଶ୍ଵର ଚନ୍ଦ୍ରଶେଖରପୁର ଥାନା ବିଡିଏ ଛକ ସ୍ଥିତ ଏକ ଆପାର୍ଟମେଣ୍ଟରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମାନସିକ ଅଶାନ୍ତି କାରଣରୁ ସେ ଏଭଳି ଆତ୍ମହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଖବର ପାଇ ଚନ୍ଦ୍ରଶେଖରପୁର ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories