www.samajalive.in
Saturday, December 6, 2025
16.1 C
Bhubaneswar

ସଂସଦରେ ବଜେଟ୍‌ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ : ସଂସଦରେ ଶନିବାର ଅର୍ଥାତ୍‌ ଫେବୃଆରୀ ୧ରେ ଦେଶର ସାଧାରଣ ବଜେଟ୍‌ ଉପସ୍ଥାପିତ ହେଉଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଷ୍ଟମ ଥର ପାଇଁ ଲୋକସଭାରେ ସାଧାରଣ ବଜେଟ୍ ଉପସ୍ଥାପନ କରୁଛନ୍ତି। ନିର୍ମଳା ସୀତାରମଣ ତାଙ୍କ ଆସନରେ ବଜେଟର ପ୍ରତ୍ୟେକ ବିବରଣୀ ବୁଝାଉଛନ୍ତି। ପୂର୍ବରୁ, ୨୦୨୫ -୨୬ ଆର୍ଥିକ ବର୍ଷର ବଜେଟ୍ ରାଷ୍ଟ୍ରପତି ଏବଂ କ୍ୟାବିନେଟର ଅନୁମୋଦନ ପାଇଥିଲା। ନିର୍ମଳା ସୀତାରମଣଙ୍କୁ କ୍ରିମ୍ ରଙ୍ଗର ଶାଢ଼ି ପିନ୍ଧିଥିବାର ଦେଖାଯାଇଛି। ଗରିବ, ମହିଳା ଠାରୁ ଚାଷୀ ପର୍ଯ୍ୟନ୍ତ ସମସ୍ତଙ୍କ ନଜର ୨୦୨୫ ସାଧାରଣ ବଜେଟ ଉପରେ ରହିଛି।

ଫେବୃଆରୀରେ ଅତ୍ୟନ୍ତ ଦୁର୍ଲ୍ଲଭ ତ୍ରିଗ୍ରହୀ ଯୋଗ; ଏହି ରାଶିଙ୍କୁ ଭାଗ୍ୟଶାଳୀ କରିବେ ଶନିଦେବ, ସବୁ ଚିନ୍ତା ଦୂର ସହ ହେବେ ମାଲାମାଲ୍‌..

- Advertisement -

 

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories