www.samajalive.in
Monday, December 8, 2025
27.1 C
Bhubaneswar

ପର୍ଯ୍ୟଟନ ଶିଳ୍ପର ବିକାଶ ଲାଗି ୨୦ ହଜାର କୋଟି ଟଙ୍କା ବ୍ୟୟବରାଦ

ନୂଆଦିଲ୍ଲୀ : ଚଳିତ ବଜେଟ୍ ରେ ପର୍ଯ୍ୟଟନ ଶିଳ୍ପକୁ ଫୋକସ୍ କରାଯାଇଛି। ଡେଷ୍ଟିନେସନ୍ ଟୁରିଜିମ୍ କୁ ଅଧିକ ଗୁରୁତ୍ଵ ଦିଆଯିବ। ୫୦ଟି ଟୁରିଷ୍ଟ ସାଇଟ୍ ର ବିକାଶ କରାଯିବ। ମେଡିକାଲ ଟୁରିଜିମ୍‌କୁ ଅଧିକ ଗୁରୁତ୍ଵ ଦିଆଯିବ। ପର୍ଯ୍ୟଟନ ଶିଳ୍ପର ବିକାଶ ଲାଗି ୨୦ ହଜାର କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସେପଟେ ସହରାଞ୍ଚଳର ବିକାଶ ଲାଗି ଲାଗି ୧ ଲକ୍ଷ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ୨୦୨୮ ସୁଦ୍ଧା ଜଳ ମିଶନ ସାରିବାକୁ ଲକ୍ଷ୍ୟ ରଖାଯାଇଛି। ୧୧ ଗିଗା ଓ୍ବାଟ୍ ପରମାଣୁ ଶକ୍ତି ଉତ୍ପାଦନ ଲକ୍ଷ୍ୟ ରଖାଯାଇଛି। ପରମାଣୁ ଶକ୍ତି ପାଇଁ ୨୦ ହଜାର କୋଟି ନିବେଶ ହେବ। ମଡିଫାଏଡ ଉଡାଣ ସ୍କିମ୍ ଲାଗୁ ହେବ। ଆଉ ୪ କୋଟି ବିମାନ ଯାତ୍ରୀ ଯୋହି ହେବେ। ବିହାର ପାଟନାରେ ଏକ ଗ୍ରୀନ୍ ଫିଲ୍ଡ ବିମାନବନ୍ଦର ନିର୍ମାଣ ହେବ।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories